www.samajalive.in
Wednesday, December 10, 2025
15.1 C
Bhubaneswar

ଆଉ ୪ ହଜାର ୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୦ହଜାର ନିକଟତର

ଭୁବନେଶ୍ୱର : ରବିବାର ରାଜ୍ୟରେ ଆଉ ୪ ହଜାର ୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୫୫୬ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୭୭୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ରେ ପହଞ୍ଚିଛି। ୧,୪୧,୬୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭,୪୬୯ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ତଥ୍ୟକୁ ଆଧାର କରି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୪୪। ଅନୁଗୁଳରୁ ୧୭୬, ବାଲେଶ୍ୱରରୁ ୧୨୧, ବରଗଡ଼ ୯୯, ଭଦ୍ରକ ୭୪, ବଲାଙ୍ଗୀର ୭୯, ବୌଦ୍ଧ ୪୭, କଟକ ୫୪୯, ଦେଓଗଡ଼ ୧୨, ଢେଙ୍କାନାଳ ୬୭, ଗଜପତି ୧୬, ଗଞ୍ଜାମ ୫୧, ଜଗତସିଂହପୁର ୧୬୭, ଯାଜପୁର ୧୫୮, ଝାରସୁଗୁଡ଼ା ୧୫୩, କଳାହାଣ୍ଡି ୧୦୦, କନ୍ଧମାଳ ୧୭୮, କେନ୍ଦ୍ରାପଡ଼ା ୧୦୭, କେନ୍ଦୁଝର ୧୧୮, କୋରାପୁଟ ୯୪, ମାଲକାନଗିରି ୬୩, ମୟୁରଭଞ୍ଜ ୧୫୨, ନବରଙ୍ଗପୁର ୧୩୩, ନୟାଗଡ଼ ୫୩, ନୂଆପଡ଼ା ୬୨, ପୁରୀ ୨୯୨, ରାୟଗଡ଼ା ୮୫, ସମ୍ବଲପୁର ୧୦୭, ସୋନପୁର ୨୫, ସୁନ୍ଦରଗଡ଼ ୧୨୩ ଚିହ୍ନଟ ହୋଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories