www.samajalive.in
Monday, December 8, 2025
24.1 C
Bhubaneswar

ଆଉ ୧୦ କରୋନା ଆକ୍ରାନ୍ତ ମୃତ ; ମୃତ୍ୟୁ ସଂଖ୍ୟା ୭୦୧

ଭୁବନେଶ୍ୱର : ରାଜ୍ୟରେ ଆଉ ୧୦ ଜଣଙ୍କ ମୁଣ୍ଡ ନେଇଛି କରୋନା। ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୭୦୧ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ କଟକ ଓ ପୁରୀରୁ ୨ ଜଣ ଲେଖାଏଁ , ବଲାଙ୍ଗୀର , ଗଞ୍ଜାମ , କଳାହାଣ୍ଡି, ଖୋର୍ଦ୍ଧା, ମୟୁରଭଞ୍ଜ, ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories