www.samajalive.in
Thursday, December 11, 2025
16.1 C
Bhubaneswar

ରାଷ୍ଟ୍ରାୟତ ବ୍ୟାଙ୍କ ତିନବର୍ଷ ମଧ୍ୟରେ ୧୦ ହଜାର କୋଟିରୁ ଅଧିକ ଟଙ୍କା ଆଦାୟ କରିଛନ୍ତି

ନୂଆଦିଲ୍ଲୀ :  ରାଷ୍ଟ୍ରାୟତ ବ୍ୟାଙ୍କଗୁଡିକ ଗତ ତିନବର୍ଷ ମଧ୍ୟରେ ଜାଣିଶୁଣି ଋଣ ପରିଶୋଧ କରୁନଥିବା ଗ୍ରାହକଙ୍କଠାରୁ ୧୦ ହଜାର କୋଟିରୁ ଅଧିକ ଟଙ୍କା ଆଦାୟ କରିଛନ୍ତି। ଆରବିବାର ରାଜ୍ୟସଭାରେ ଏକ ଲିଖିତ ଉତ୍ତରରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଘରୋଇ ଓ ବେସରକାରୀ ବ୍ୟାଙ୍କଗୁଡିକ ୨୧୯ ଜଣ ଋଣ ଖିଲାପକାରୀଙ୍କୁ ଚିହ୍ନଟ କରିଛନ୍ତି ଏବଂ ସେମାନଙ୍କଠାରୁ ୧୨ ହଜାର ୩୩୮ କୋଟି ଟଙ୍କା ଆଦାୟ କରାଯିବ। ରାଷ୍ଟ୍ରାୟତ ବ୍ୟାଙ୍କଗୁଡିକ ଋଣ ଖିଲାପକାରୀଙ୍କ ବିରୋଧରେ ସିବିଆଇ ନିକଟରେ ଅଭିଯୋଗ କରିଥାଆନ୍ତି।  ସିବିଆଇ ନିକଟରେ ଏ ସଂକ୍ରାନ୍ତୀୟ ୫୧୨ଟି ମାମଲା ରୁଜ୍ଜୁ ହୋଇଛି ବୋଲି ସେ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories