www.samajalive.in
Monday, December 8, 2025
27.1 C
Bhubaneswar

ପାଉଁରୁଟି ଚାର୍ଟ

ଆବଶ୍ୟକ ସାମଗ୍ରୀ
ପାଉଁରୁଟି – ୬ ଖଣ୍ଡ
ସିଝା ଆଳୁ – ୨ଟି
କଟା ଟମାଟୋ – ୧ଟି
ଦହି – ୧କପ ରୁ କମ
ପୁଦିନା ପତ୍ର – ଅଳ୍ପ
କଟା ଧନିଆ ପତ୍ର – ଅଳ୍ପ
ତେନ୍ତୁଳି ଚଟଣି – ଅଳ୍ପ ( ସାମାନ୍ୟ ଚିନି ପଡ଼ିଥିବା )
ବଟର – ଆବଶ୍ୟକ ପରିମାଣରେ
କଟା ପିଆଜ – ୨ଟି
ଲୁଣ – ଆବଶ୍ୟକ ପରିମାଣରେ
ଚାର୍ଟ ମସଲା – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଛଣା ସେଉ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ପାଉଁରୁଟିକୁ ଛୋଟ ଛୋଟ ଖଣ୍ଡ କରି କାଟି ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ବଟର ପକାଇ ପାଉଁରୁଟି ଖଣ୍ଡକୁ ଭାଜି ଦିଅନ୍ତୁ। ଭାଜିବା ପରେ ଭଜା ହୋଇଥିବା ପାଉଁରୁଟିକୁ ଏକ ପାତ୍ରକୁ କାଢି ଦିଅନ୍ତୁ। ଏବେ ଏହି ପାଉଁରୁଟି ଉପରେ ଚକଟା ଆଳୁ, ଟମାଟୋ, ପିଆଜ, ଦହି , ଲୁଣ , ତେନ୍ତୁଳି ଚଟଣି, ଲଙ୍କା ଗୁଣ୍ଡ, ଚାର୍ଟ ମସଲା, ଧନିଆ ପତ୍ର, ପୁଦିନା ପତ୍ର, ଛଣା ସେଉ ପକାଇ ଖାଆନ୍ତୁ। ପ୍ରସ୍ତୁତ ହୋଇଗଲା ପାଉଁରୁଟି ଚାର୍ଟ ।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories