www.samajalive.in
Monday, December 8, 2025
16.1 C
Bhubaneswar

ଚକାପାଦରେ ଜୀବନବିନ୍ଧୁ କାର୍ଯ୍ୟକ୍ରମ

ଚକାପାଦ : କନ୍ଧମାଳ ଜିଲା ଚକାପାଦ ବ୍ଳକ ଅନ୍ତର୍ଗତ ବସ୍ତିଙ୍ଗିଆ ଠାରେ ଓଡ଼ିଶା ମୋ ପରିବାର  ଆନୁକୂଳ୍ୟରେ ଜୀବନବିନ୍ଧୁ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଚକାପାଦ ବ୍ଳକ ବିଜେଡ଼ି ସଭାପତି ରାଜେଶ କୁମାର ଦିଗାଲଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ ରକ୍ତଦାନ ଶିବିରରେ ମୋଟ ୩୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ଏଥିରେ ଅଞ୍ଚଳର ବହୁ ଯୁବକ ମାନେ ସାମିଲ୍ ହୋଇ ରକ୍ତଦାନ କରିଥିଲେ। ଜିଲା ବିଜେଡ଼ି ସଭାପତି ସରୋଜ କର୍ଣ୍ଣ , ବ୍ଳକ ଅଧ୍ୟକ୍ଷ ପ୍ରଭଜଂନ କହଁର , ସାଂସଦ ପ୍ରତିନିଧି  ଉମାଚରଣ ମଲିକ , ଖଜୁରିପଡ଼ା ବ୍ଳକ ଅଧ୍ୟକ୍ଷ ବିରେନ୍ଦ୍ର କୁମାର କହଁରଙ୍କ ସମେତ  ବିଧାୟକ ପ୍ରତିନିଧି ଓ ଅନ୍ୟମାନେ  ଉପସ୍ଥିତ ରହି ରକ୍ତଦାନ ମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories