www.samajalive.in
Friday, December 12, 2025
16.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୭୫ ହଜାର ୦୮୩ ନୂଆ କରୋନା ଆକ୍ରାନ୍ତ, ୧୦୫୩ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ୭୫ ହଜାର ୦୮୩ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ଲକ୍ଷ ୬୨ ହଜାର ୬୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୦୫୩ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୮୮ ହଜାର୯୩୫ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ୭୫ ହଜାର ୮୬୧ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୪ଲକ୍ଷ ୯୭ ହଜାର ୮୬୭ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories