www.samajalive.in
Wednesday, December 10, 2025
26.1 C
Bhubaneswar

ଟ୍ୱିନସିଟିର କୋଭିଡ୍ ହସ୍ପିଟାଲରେ ଅଗ୍ନିଶମ ବାହିନୀର ମକ୍ ଡ୍ରିଲ୍

ଭୁବନେଶ୍ବର: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ମଙ୍ଗଳବାର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରାଯଉଛି। ଏଥିସହ ଅଗ୍ନି ନିର୍ବାପକ ଯନ୍ତ୍ରକୁ କିପରି ବ୍ୟବହାର କରାଯିବ ସେ ନେଇ ମଧ୍ୟ ହସ୍ପିଟାଲ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯାଉଛି।

ଏ ନେଇ ଟ୍ୱିନସିଟିର କୋଭିଡ୍ ହସ୍ପିଟାଲରେ ମକ୍ ଡ୍ରିଲ୍ ଚାଲିଛି । ସମ୍, କିମ୍ସ ଓ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲରେ ମକ୍ ଡ୍ରିଲ୍ ଚାଲିଥିବା ଜଣାପଡ଼ିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories