www.samajalive.in
Wednesday, December 10, 2025
26.1 C
Bhubaneswar

ରାଜ୍ୟରେ ୨୪ ଘଣ୍ଟାରେ ୪ ହଜାର ୧୮୯ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ପ୍ରତିଦିନ ୪ ହଜାର ଟପୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲାରୁ ୪ ହଜାର ୧୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୪୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୭୩୬ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ ରେ ପହଞ୍ଚିଛି। ୧,୪୯,୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୮, ୧୫୮ ଜଣ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

- Advertisement -

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୧୨ ଓ ଗଜପତି ରୁ ସର୍ବନିମ୍ନ ୨। ଅନୁଗୁଳରୁ ୧୦୭, ବାଲେଶ୍ୱରରୁ ୧୫୦, ବରଗଡ଼ ୧୨୮, ଭଦ୍ରକ ୩୪, ବଲାଙ୍ଗୀର ୧୧୪, ବୌଦ୍ଧ ୭୭, କଟକ ୫୮୬, ଦେଓଗଡ଼ ୧୨, ଢେଙ୍କାନାଳ ୫୪, ଗଜପତି ୨, ଗଞ୍ଜାମ ୩୫, ଜଗତସିଂହପୁର ୧୦୪, ଯାଜପୁର ୧୮୭, ଝାରସୁଗୁଡ଼ା ୮୪, କଳାହାଣ୍ଡି ୧୦୫, କନ୍ଧମାଳ ୭୪, କେନ୍ଦ୍ରାପଡ଼ା ୧୨୬, କେନ୍ଦୁଝର ୩୩, କୋରାପୁଟ ୬୩, ମାଲକାନଗିରି ୭୨, ମୟୁରଭଞ୍ଜ ୧୭୪, ନବରଙ୍ଗପୁର ୭୫, ନୟାଗଡ଼ ୮୨, ନୂଆପଡ଼ା ୫୮, ପୁରୀ ୨୬୫, ରାୟଗଡ଼ା ୨୯, ସମ୍ବଲପୁର ୧୧୩, ସୋନପୁର ୯୦, ସୁନ୍ଦରଗଡ଼ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories