www.samajalive.in
Saturday, December 13, 2025
23.1 C
Bhubaneswar

ଭୁବନେଶ୍ଵରରୁ ଆଜି ୩୪୫ ଆକ୍ରାନ୍ତ, ୪୧୨ ସୁସ୍ଥ

ଭୁବନେଶ୍ଵର : ରାଜଧାନୀ  ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୪୧୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ୨୪୪ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୪୩ରେ ପହଞ୍ଚିଛି। ଏଥିମଧ୍ୟରୁ ୩୮୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୯ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories