www.samajalive.in
Tuesday, December 9, 2025
16.1 C
Bhubaneswar

ବଲିଉଡ୍ ଡ୍ରକ୍ସ ଲିଙ୍କ ମାମଲା; ଦୀପିକା, ସାରା ଓ ଶ୍ରଦ୍ଧା ସମେତ ୭ଜଣଙ୍କୁ ଏନସିବିର ସମନ୍

ମୁମ୍ବଇ : ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡିତ ଡ୍ରଗ୍ସ ମାମଲାର ଅନୁସନ୍ଧାନ କରୁଥିବା ଏନସିବି ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି। ବଲିଉଡର ଅନେକ ବଡ଼ ଅଭିନେତ୍ରୀ ଡ୍ରକ୍ସ ଲିଙ୍କରେ ସାମିଲ ଥିବା ଜଣାପଡ଼ିଛି। ଡ଼୍ରଗ୍ସ ଲିଙ୍କରେ ସଂପୃକ୍ତ ଥିବା ଅଭିନେତ୍ରୀ  ଦୀପିକା ପାଦୁକୋନ, ସାରା ଅଲ୍ଲୀ ଖାନ, ରାକୁଲ ପ୍ରୀତ ସିଂହ ଏବଂ ଶ୍ରଦ୍ଧା କପୁରଙ୍କ ସମେତ ୭ଜଣଙ୍କୁ ସମନ୍ ଜାରି କରିଛି। ସମସ୍ତଙ୍କୁ ଆଗାମୀ ତିନି ଦିନ ମଧ୍ୟରେ ପ୍ରଶ୍ନ ପାଇଁ ଏନସିବି ପାଖରେ ହାଜର ହେବାକୁ କୁହାଯାଇଛି।

ଉଲ୍ଲେଖ ଯୋଗ୍ୟ, ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଦୀପିକା ପାଦୁକୋନଙ୍କ ମ୍ୟାନେଜର କରିଶ୍ମା ପ୍ରକାଶଙ୍କୁ ଡକାଇ ପଚରାଉଚରା କରିଥିଲା। ଦୀପିକା ଖୋଲାଖୋଲି ଭାବେ କରିଶ୍ମାଙ୍କ ସହ ଟ୍ରଗ୍ସକୁ ନେଇ ହ୍ବାଟ୍ସଆପ୍ ଚାର୍ଟ କରିଥିବା ଏନସିବି ଜାଣିବାକୁ ପାଇଥିଳା। ଦୀପିକା ତାଙ୍କ ମ୍ୟାନେଜର କରିଶ୍ମାଙ୍କୁ ମାଲ୍ ଅଛି କି ନାହିଁ ବୋଲି ଚାର୍ଟରେ ପଚାରିଛନ୍ତି ଏବଂ ଗଞ୍ଜେଇ ନୁହେଁ ଡ୍ରଗ୍ସ ଅଛି କି ନାହିଁ ବୋଲି ପଚାରିଥିବା ଜଣାପଡିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories