www.samajalive.in
Tuesday, December 9, 2025
16.1 C
Bhubaneswar

ବରିଷ୍ଠ ଆଇପିଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ଵର : ରାଜ୍ୟ ସରକାର ବୁଧବାର ବରିଷ୍ଠ ଆଇପିଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ରେଖା ଲୋହାନୀଙ୍କୁ ଟୁଇନ ସିଟିର ଅତିରିକ୍ତ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସେହିଭଳି ରିତୁ ଆରୋରା ହେଲେ ଗୃହ ବିଭାଗ ଓଏସ୍‌ଡି, ରାଜେଶ କୁମାର ହେଲେ ଆଇଜି ଏଫଏସ୍‌ଏଲ, ଅନୁପମା ଜେମ୍ସଙ୍କୁ ଭିଜିଲାନ୍ସ ଏସ୍‌ପି, ଅରୁଣ କୁମାର ରାୟଙ୍କୁ ଏଡିଜି କମ୍ୟୁନିକେସନ, ଲଳିତ ଦାସଙ୍କୁ ଏଡିଜି ହେଡକ୍ୱାର୍ଟର, ଯଶୋବନ୍ତ ଜେଠୱାଙ୍କୁ ଏଡିଜି ଆଇନଶୃଙ୍ଖଳା, ବିନୟତୋଷ ମିଶ୍ରଙ୍କୁ ଏସ୍‌ସିଆରବି ନିର୍ଦ୍ଦେଶକ, ସଂଜୟ କୁମାର ସିଂହଙ୍କୁ ଆଇଜି ଆଧୁନିକୀକରଣ ଭାବେ ନୂଆ ଦାୟିତ୍ୱ ମିଳିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories