www.samajalive.in
Monday, December 8, 2025
27.1 C
Bhubaneswar

ଛୁରା ମାଡ଼ରେ ଯୁବକ ମୃତ

ବ୍ରଜରାଜନଗର : ଓରିଏଣ୍ଟ ଥାନା ଅନ୍ତର୍ଗତ ଆଦର୍ଶ ନଗର ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଏକ ଛୁରା ମାଡରେ ବୀରବଲ ପାଣ୍ଡେ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛୁରାମଡ଼ ପରେ ବୀରବଲଙ୍କୁ ପ୍ରଥମେ ମଣ୍ଡଳିଆ କେନ୍ଦ୍ରୀୟ ଚିକିତ୍ସାଳୟ ନିଆ ଯାଇଥିଲା। ତେବେ ବେକ କଟିଥିବା ହେତୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ସ୍ଥାନାନ୍ତର କରାଯାଇ ଥିବା ଓରିଏଣ୍ଟ ଥାନା ଆଇଆଇସି ବୈକୁଣ୍ଠ ସେଠ ସୂଚନା ଦେଇଛନ୍ତି। ହେଲେ ବୁର୍ଲା ନେବା ବେଳେ ବାଟରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ କିଏ ଓ କ’ଣ ପାଇଁ ଆକ୍ରମଣ କରିଛି ତାହା ଏ ପଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories