www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ୨୪ ଘଣ୍ଟାରେ ୮୬ ହଜାର ୫୦୮ ନୂଆ କରୋନା ଆକ୍ରାନ୍ତ; ୧,୧୨୯ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ୮୬  ହଜାର୫୦୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ଲକ୍ଷ ୩୨ ହଜାର ୫୧୮ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୧୨୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୧ ହଜାର ୧୪୯ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୬୬ ହଜାର ୩୮୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୬ ଲକ୍ଷ ୭୪ ହଜାର ୯୮୭ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

 

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories