www.samajalive.in
Sunday, December 7, 2025
23.1 C
Bhubaneswar

କର୍ଣ୍ଣାଟକର କଂଗ୍ରେସ ବିଧାୟକ ନାରାୟଣ ରାଓଙ୍କ କରୋନାରେ ଦେହାନ୍ତ

କର୍ଣ୍ଣାଟକ : କର୍ଣ୍ଣାଟକ ବସବକଲ୍ୟାଣ ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ନାରାୟଣ ରାଓଙ୍କ ଗୁରୁବାର ଅପରାହ୍ନ ୩ଟା ୫୫ ମିନିଟରେ କରୋନାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା। କରୋନାରେ ଆକ୍ରାନ୍ତ ହେବା ପରେ ନାରାୟଣ ରାଓଙ୍କୁ ସେପ୍ଟେମ୍ବର ୧ରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories