www.samajalive.in
Monday, December 8, 2025
24.1 C
Bhubaneswar

ଜାନୁୟାରୀରେ ହେବ ୫୧ତମ ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ

ଆସନ୍ତା ନଭେମ୍ବର ୨୦ରୁ ୨୮ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଗୋଆରେ ଆୟୋଜିତ ହେବାକୁ ଥିବା ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବର ୫୧ତମ ସଂସ୍କରଣକୁ ୨୦୨୦ ଜାନୁୟାରୀ ୧୬କୁ ଘୁଞ୍ଚାଇ ଦିଆଯାଇଛି। ଏହି ମହୋତ୍ସବ ଆସନ୍ତା ବର୍ଷ ଜାନୁଆରୀ ୧୬ରୁ ୨୪ ପର୍ଯ୍ୟନ୍ତ ୯ ଦିନ ଧରି ଅନୁଷ୍ଠିତ ହେବ। ଗୋଆ ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତଙ୍କ ସହ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଆଲୋଚନା କରିବା ପରେ ଏହି ପରିବର୍ତ୍ତନ ନିଷ୍ପତ୍ତି ନିଆଯାଇଛି।

ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ନିର୍ଦ୍ଦେଶାବଳୀ ଏବଂ ପ୍ରୋଟୋକଲ ଅନୁଯାୟୀ ଏହି ଉତ୍ସବ ଏକ ହାଇବ୍ରିଡ୍ ଫର୍ମାଟ୍ ଅର୍ଥାତ ଭର୍ଚୁଆଲ୍ ଏବଂ ଫିଜିକାଲ୍ ଫର୍ମାଟରେ ଅନୁଷ୍ଠିତ ହେବ। ଏଥିରେ କୋଭିଡ ସମ୍ବନ୍ଧୀୟ ସମସ୍ତ ନିର୍ଦ୍ଦେଶାବଳୀ କଡାକଡି ଭାବେ ପାଳନ ପାଇଁ ପଦକ୍ଷେପ ନିଆଯାଉଥିବା ଜଣାପଡିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories