www.samajalive.in
Saturday, December 6, 2025
16.1 C
Bhubaneswar

୧,୭୦୯ ଜଣ ପୁଲିସ କର୍ମଚାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଭୁବନେଶ୍ବର: ଦୁଇ ବର୍ଷ ଧରି ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧,୭୦୯ ଜଣ ପୁଲିସ୍ କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ। ଏନେଇ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ପଦକ ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ଏହାସହ ପଦକ ପ୍ରଦାନ ଲାଗି ପୁଲିସ ମହାନିର୍ଦ୍ଦେଶକଙ୍କୁ କ୍ଷମତା ପ୍ରଦାନ କରାଯାଇଥିଲା। ଏନେଇ ଟ୍ବିଟ କରିବା ସହ ପଦକ ପାଇବାକୁ ଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଡିଜିପି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories