www.samajalive.in
Saturday, December 13, 2025
17.1 C
Bhubaneswar

ବରଦା ପ୍ରସନ୍ନ ଦାସ ହେଲେ ଲୋକ ସମ୍ପର୍କ ବିଭାଗର ନୂଆ ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ଵର: ସୂଚନା ଓ ଲୋକ ସମ୍ପର୍କ ବିଭାଗର ଦୀର୍ଘ ଦିନଧରି ଖାଲିଥିବା ଅତିରିକ୍ତ ନିର୍ଦ୍ଦେଶକ ପଦ ପୂରଣ ହୋଇଛି। ବରଦା ପ୍ରସନ୍ନ ଦାସଙ୍କୁ ପଦୋନ୍ନତି ଦିଆଯାଇ ତାଙ୍କୁ ଯୁଗ୍ମ ନିର୍ଦ୍ଦେଶକ ଅବସ୍ଥାପିତ କରାଯାଇଛି। ବରଦା ପ୍ରସନ୍ନ ଦାସଙ୍କୁ ଲୋକ ସମ୍ପର୍କ ବିଭାଗର ନୂଆ ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି।

ବରଦା ପ୍ରସନ୍ନ ଦାସ ପୂର୍ବରୁ ସେ ଟିଟିଲାଗଡରେ ୧୯୮୪ ରୁ ୧୯୯୦ ପର୍ୟ୍ୟନ୍ତ ଅବସ୍ଥାନ କରି ଓଡିଶା ସୂଚନା ସେବାରେ ଚାକିରି ଆରମ୍ଭ କରିଥିଲେ । ଏହାପରେ ନୟାଗଡ, ଜୟଦେବ ଭବନ, କଟକ, ବାଙ୍କୀଅନୁଗୁଳ, ଦେବଗଡ, ଭୁବନେଶ୍ଵରର ଖୋର୍ଦ୍ଧା ଜିଲ୍ଲାରେ ନିଜ ଦାୟିତ୍ଵ ସହ ସଂସ୍କୃତି ଅଧିକାରୀ ଭାବେ ସୂଚାରୁ ରୂପେ କାର୍ୟ୍ୟ ତୁଲାଇଥିଲେ । ଶ୍ରୀ ଦାସ ତାଙ୍କ କାର୍ୟ୍ୟକାଳ ମଧ୍ୟରେ ସରକାରଙ୍କ ବିଭିନ୍ନ ଯୋଜନାକୁ ଲୋକାଭିମୁଖୀ କରିବା ଉପରେ ଗୁରୁତ୍ଵ ଦେଇ ଆସିଛନ୍ତି । ପାଦୋନ୍ନତି କମିଟି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଉନ୍ନୟନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସୂଚନା ଓ ଲୋକସମ୍ପର୍କ ଶାସନ ସଚିବ ସଞ୍ଜୟ ସିଂ, ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ  କୃପାସିନ୍ଧୁ ମିଶ୍ର କମିଟିର ସଭ୍ୟ ରହିଥିଲେ ।

- Advertisement -

 

 

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories