www.samajalive.in
Monday, December 8, 2025
13.1 C
Bhubaneswar

ଉପ ନିର୍ବାଚନ ପାଇଁ ତିର୍ତୋଲ ବ୍ଲକ ପ୍ରଚାର କମିଟି ଗଠିତ

 

ଭୁବନେଶ୍ୱର: ଆଗାମୀ ତିର୍ତୋଲ ବିଧାନସଭା ଉପ ନିର୍ବାଚନରେ ପ୍ରଚାର କାର୍ଯ୍ୟକୁ ପରିଚାଳନା କରିବାପାଇଁ ପିସିସି
ନିର୍ବାଚନ କମିଟି ଅଧ୍ୟକ୍ଷ ଚିରଞ୍ଜିବ ବିଶ୍ୱାଳଙ୍କ ସୁପାରିଶ କ୍ରମେପ୍ରଦେଶ କଂଗ୍ରେସ କମିଟି ସଭାପତି  ନିରଞ୍ଜନ ପଟ୍ଟନାୟକ ତିର୍ତୋଲ ବ୍ଲକ ନିର୍ବାଚନ ପ୍ରଚାର କମିଟିକୁ ଅନୁମୋଦନ କରିଛନ୍ତି। ଏହି କମିଟିରେ ଆବାହକ ଭାବରେ  ଅକ୍ଷୟ କୁମାର ଦାସ ରହିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଦେବବ୍ରତ ବେହେରା, ସୟଦ ଖଲି କୁଦ୍‍ ଜମା, ସୟଦ କଲାମ ଅଲ୍ଲୀ, ବସନ୍ତ କୁମାର ସେଠୀ, ଧନଞ୍ଜୟ ସୁତାର, ଅଜୟ କୁମାର ରାଉଳ, ଅଶୋକ କୁମାର ମହାନ୍ତି, ନିହାର ରଞ୍ଜନ ନାୟକ ଓ ନିରଞ୍ଜନ ମହାନ୍ତି ପ୍ରମୁଖ ରହିଛନ୍ତି ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories