www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟରେ ୪ ହଜାର ୩୫୬ ନୂଆ କରୋନା ପଜିଟିଭ ଚିହ୍ନଟ ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ଦିନକୁ ଦିନକୁ ଦିନ ହୁ ହୁ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲାରୁ ୪ ହଜାର ୩୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨ ହଜାର ୫୨୯ ଓ ୧ ହଜାର ୮୨୭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୫,୪୫୨ରେ ପହଞ୍ଚିଛି। ୩୯,୧୮୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୧,୬୫, ୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୦୨ । ଅନୁଗୁଳରୁ ୧୯୭, ବାଲେଶ୍ୱରରୁ ୧୯୪, ବରଗଡ଼ ୧୦୬, ଭଦ୍ରକ ୧୨୪, ବଲାଙ୍ଗୀର ୭୬,ବୌଦ୍ଧ ୪୯, କଟକ ୪୦୯, ଦେଓଗଡ଼ ୧୪, ଢେଙ୍କାନାଳ ୮୪, ଗଜପତି ୨୦, ଗଞ୍ଜାମ ୬୨, ଜଗତସିଂହପୁର ୧୭୧, ଯାଜପୁର ୧୩୬, ଝାରସୁଗୁଡ଼ା ୧୨୦, କଳହାଣ୍ଡି ୭୧, କନ୍ଧମାଳ୯୧, କେନ୍ଦ୍ରାପଡ଼ା ୧୧୯, କେନ୍ଦୁଝର ୫୫, କୋରାପୁଟ ୮୨, ମାଲକାନଗିରି ୨୮, ମୟୁରଭଞ୍ଜ ୧୫୩, ନବରଙ୍ଗପୁର ୫୮, ନୟାଗଡ଼ ୫୧, ନୂଆପଡ଼ା ୧୭୩, ପୁରୀ ୧୬୮, ରାୟଗଡ଼ା ୧୨୧, ସମ୍ବଲପୁର ୮୧, ସୋନପୁର ୧୪, ସୁନ୍ଦରଗଡ଼୧୦୧ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories