www.samajalive.in
Tuesday, December 9, 2025
16.1 C
Bhubaneswar

ଭୁବନେଶ୍ଵରରୁ ଆଜି ୩୧୯ ଆକ୍ରାନ୍ତ, ୩୫୩ ସୁସ୍ଥ

ଭୁବନେଶ୍ଵର : ରାଜଧାନୀ  ଭୁବନେଶ୍ୱରରୁ ଶନିବାର ଆଉ ୩୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୩୫୩ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ୨୫୭ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୫୩୮ରେ ପହଞ୍ଚିଛି। ଏଥିମଧ୍ୟରୁ ୩ ହଜାର ୫୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୧୬ ହଜାର ୮୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୮୪ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories