www.samajalive.in
Monday, December 8, 2025
24.1 C
Bhubaneswar

କେଶରିଆ ହିନ୍ଦୁ ବାହିନୀ ପକ୍ଷରୁ ମାସ୍କ ଓ ସାନିଟାଇଜର ବଣ୍ଟନ

ବଲାଙ୍ଗିର: ବଲାଙ୍ଗିର ଜିଲା କେଶରିଆ ହିନ୍ଦୁ ବାହିନୀ ପକ୍ଷରୁ ସ୍ଥାନୀୟ ଦୈନିକ ବଜାର ଠାରେ ମାସ୍କ, ସାନିଟାଇଜର ବଣ୍ଟନ କରାଯାଇଥିଲା। ଜିଲା ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ସଦସ୍ୟମାନେ ଦୈନିକବଜାର ସ୍ଥିତ ରାମ ମନ୍ଦିରଠାରୁ ବାହାରି ବଜାରର ସମସ୍ତଙ୍କୁ ମାସ୍କ ଓ ସାନିଟାଇଜର ବଣ୍ଟନ କରିଥିଲେ। ଏହାସହିତ କରୋନା ସଂପର୍କିତ ସଚେତନତା ପତ୍ର ବାଣ୍ଟି ଲୋକଙ୍କୁ ସାମାଜିକ ଦୂରତା ପାଳନ କରିବା, ଅତି ଜରୁରୀ ନହେଲେ ବାହାରକୁ ନ ବାହାରିବା ପାଇଁ ନିବେଦନ କରିଛନ୍ତି। ପ୍ରଥମେ ସହରରେ ଓ ପରେ ଗାଁ ମାନଙ୍କରେ ମଧ୍ୟ ଏହି ସଚେତନତା କାର୍ୟ୍ୟକ୍ରମ କରାଯିବ ବୋଲି ସଭାପତି ଶ୍ରୀ ଭୋଳ ସୂଚନା ଦେଇଛନ୍ତି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories