www.samajalive.in
Thursday, December 11, 2025
26.1 C
Bhubaneswar

୩୦ ଜିଲାରୁ ୩ହଜାର ୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩ହଜାର ୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ହଜାର ୯୧୫ ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୩୨୦ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଛି।୧,୭୩,୫୭୧ ଜଣ ସୁସ୍ଥ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୮,୧୭୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -


୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୦୬ । ଅନୁଗୁଳରୁ ୧୭୯, ବାଲେଶ୍ୱର ୧୦୦, ବରଗଡ଼ ୧୩୭, ଭଦ୍ରକ ୬୭, ବଲାଙ୍ଗୀର ୧୦୧, ବୌଦ୍ଧ ୪୨, କଟକ ୩୧୮, ଦେଓଗଡ଼ ୧୨, ଢେଙ୍କାନାଳ ୬୯, ଗଜପତି ୩୧, ଗଞ୍ଜାମ ୨୮, ଜଗତସିଂହପୁର ୮୬, ଯାଜପୁର ୧୧୦, ଝାରସୁଗୁଡ଼ା ୭୧, କଳାହାଣ୍ଡି ୪୨, କନ୍ଧମାଳ ୬୨, କେନ୍ଦ୍ରାପଡ଼ା ୧୦୩, କେନ୍ଦୁଝର ୮୬, କୋରାପୁଟ ୫୯, ମାଲକାନଗିରି ୨୧, ମୟୁରଭଞ୍ଜ ୧୧୮, ନବରଙ୍ଗପୁର ୧୨୪, ନୟାଗଡ଼ ୪୩, ନୂଆପଡ଼ା ୧୦୬, ପୁରୀ ୭୯, ରାୟଗଡ଼ା ୧୦୧, ସମ୍ବଲପୁର ୧୨୦, ସୋନପୁର ୬୫, ସୁନ୍ଦରଗଡ଼ ୧୦୧ ଚିହ୍ନଟ ହୋଇଛନ୍ତି।

Hot this week

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

Related Articles

Popular Categories