www.samajalive.in
Wednesday, December 10, 2025
18.1 C
Bhubaneswar

ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା ଅନୁଭୂତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରରେ ସୋମବାର ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ଜଣାପଡ଼ିଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୨ ରେକର୍ଡ଼ କରାଯାଇଛି। ସୋମବାର ପୂର୍ବାହ୍ନ ୧୦ଟା ୪୨ରେ ଏହି ଭୁ-କମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଏହାର କେନ୍ଦ୍ରସ୍ଥଳ ଭୂପୃଷ୍ଠରୁ ୫ କିଲୋମିଟର ଗଭୀର ଥିଲା ବୋଲି ସୂଚନା ମିଳିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories