www.samajalive.in
Saturday, December 6, 2025
26.1 C
Bhubaneswar

ଆଉ ୩୦୬୭ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୫୫

ଭୁବନେଶ୍ଵର : ମଙ୍ଗଳବାର ରାଜ୍ୟରୁ ଆଉ ୩୦୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୫,୬୭୬କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫୫୫, କଟକରୁ ୨୩୦ ଓ ଷ୍ଟେଟ ପୁଲରୁ ୨୧୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

୩୦ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୨୫୮ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।  ଅନୁଗୋଳରୁ ୧୨୯, ବାଲେଶ୍ଵରରୁ ୧୪୬, ବରଗଡ଼ରୁ ୬୯, ଭଦ୍ରକରୁ ୫୯ ଓ ବଲାଙ୍ଗୀରରୁ ୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

- Advertisement -

ସେହିପରି ବୌଦ୍ଧରୁ ୪୫, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୯୧, ଗଜପତିରୁ ୨୧, ଗଞ୍ଜାମରୁ ୩୪, ଜଗତସିଂହପୁରରୁ ୮୪, ଯାଜପୁରରୁ ୬୦, ଝାରସୁଗୁଡାରୁ ୯୬, କଳାହାଣ୍ଡିରୁ ୫୪, କନ୍ଧମାଳରୁ ୮୧, କେନ୍ଦ୍ରାପଡାରୁ ୯୪, କେନ୍ଦୁଝରରୁ ୮୧, କୋରାପୁଟରୁ ୫୫ ଏବଂ ମାଲକାନଗିରିରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ମୟୂରଭଞ୍ଜରୁ ୧୪୩, ନବରଙ୍ଗପୁରରୁ ୫୮, ନୟାଗଡରୁ ୬୮, ନୂଆପଡାରୁ ୮୫, ପୁରୀରୁ ୧୭୮, ରାୟଗଡାରୁ ୪୧, ସମ୍ବଲପୁରରୁ ୯୮, ସୁବର୍ଣ୍ଣପୁରରୁ ୨୨ ଓ ସୁନ୍ଦରଗଡରୁ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ୪୦୧୪ ଜଣ ଆରୋଗ୍ୟ ଲାଭ କରିବା ସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧,୭୭,୫୮୫କୁ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁ ସଂଖ୍ୟା ୮୨୮ରେ ପହଞ୍ଚିଥିବା ବେଳେ ୩୭,୨୧୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୧ ହଜାର ୪୫୨ ନମୁନା ପରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୫,୬୫୭ଟି ଆରଟିପିସିଆର, ୩୫,୬୯୪ଟି  ଆଣ୍ଟିଜେନ ଓ ୧୦୧ଟି ଟ୍ରୁନଟ ଟେଷ୍ଟ କରାଯାଇଛି। ଏଥି ସହିତ ରାଜ୍ୟରେ ଏଯାବତ ୩୨,୦୦,୮୫୨ ନମୁନା ପରୀକ୍ଷା କରାଯାଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories