www.samajalive.in
Sunday, December 7, 2025
23.1 C
Bhubaneswar

ଏମ୍ସ ରିପୋର୍ଟରେ ବଡ଼ ଖୁଲାସା : ସୁଶାନ୍ତଙ୍କ ଶରୀରରେ ମିଳିଲା ନାହିଁ ବିଷ

ମୁମ୍ବଇ : ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ନେଇ ଦୀର୍ଘ ୪ ମାସ ବିତିସାରିଲାଣି। ମାତ୍ର ଏଯାଏଁ ମଧ୍ୟ ତାଙ୍କ ମୃତୁକୁ ନେଇ ତଦନ୍ତ ଜାରି ରହିଛି। ସୁଶାନ୍ତ ରାଜପୁତଙ୍କ କେସରେ ଏମ୍ସର ଏକ ଡ଼ାକ୍ତରୀ ପ୍ୟାନେଲଙ୍କ ଦ୍ୱାରା ସିବିଆଇକୁ ହସ୍ତାନ୍ତର ହୋଇଥିବା ରିପୋର୍ଟ ମିଳିଥିବା ଜଣାପଡ଼ିଛି। ଉପଲବ୍ଧ ଥିବା ସୁଶାନ୍ତଙ୍କ ୨୦ ପ୍ରତିଶତ ଭିସେରାକୁ ନମୁନାକୁ ନେଇ ଏମ୍ସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଯେଉଁଥିରେ ଏକ ବଡ଼ ଖୁଲାସା ହୋଇଥିବା ସାମ୍ନାକୁ ଆସିଛି। ମିଳିଥିବା ତଥ୍ୟ ଅନୁଯାୟୀ, ସୁଶାନ୍ତଙ୍କୁ ବିଷ ଦିଆଯାଇନଥିଲା। ଏମ୍ସ ଡ଼ାକ୍ତରଙ୍କୁ ସୁଶାନ୍ତଙ୍କ ଶରୀରରେ କୌଣସି ପ୍ରକାର ବିଷ ମିଳିନାହିଁ ବୋଲି ସୂଚନା ମିଳିଛି।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories