ଉପରାଷ୍ଟ୍ରପତି ଏମ୍. ଭେଙ୍କିଆ ନାଇଡ଼ୁଙ୍କୁ କରୋନା
ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ଏମ୍. ଭେଙ୍କିଆ ନାଇଡ଼ୁ କରୋନାରେ ସଂକ୍ରମିତ ହୋଇଛନ୍ତି। ଏନେଇ ମଙ୍ଗଳବାର ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି । ତେବେ ତାଙ୍କର କୌଣସି ଲକ୍ଷଣ ନଥିବାବେଳେ ସେ ଏବେ ସୁସ୍ଥ ଅଛନ୍ତି। ତାଙ୍କ ପତ୍ନୀ ଉଷା ନାଇଡୁଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି।
The Vice President of India who underwent a routine COVID-19 test today morning has been tested positive. He is however, asymptomatic and in good health. He has been advised home quarantine. His wife Smt. Usha Naidu has been tested negative and is in self-isolation.
— Vice President of India (@VPSecretariat) September 29, 2020
Comments are closed.