www.samajalive.in
Thursday, December 11, 2025
18.1 C
Bhubaneswar

ମାଓବାଦୀଙ୍କ ବର୍ବର କାଣ୍ଡ; ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ଲୋକପ୍ରତିନିଧିଙ୍କୁ ହତ୍ୟା

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ। ପରିବାରଲୋକଙ୍କ ସାମ୍ନାରେ ନିର୍ମମ ଭାବେ ଧାରୁଆ ଅସ୍ତ୍ରରେ ମାଓବାଦୀମାନେ ୨ଜଣ ଲୋକପ୍ରତିନିଧିଙ୍କୁ ହତ୍ୟା କରିଛନ୍ତି।

ସୂଚନା ଅନୁଯାୟୀ, ପୁଲିସ ଇନଫର୍ମର ସନ୍ଦେହ କରି ଦୁଇଜଣଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି ମାଓବାଦୀ। ଏଥିରେ ପ୍ରାଣ ହରାଇଥିବା ଦୁଇ ଲୋକପ୍ରତିନିଧି ହେଲେ ଗଙ୍ଗଲା ଗାଁର ଉପ ସରପଞ୍ଚ ଧନିରାମ କୋରସା ଏବଂ ୱାଡ଼ ମେମ୍ବର ଗୋପଲ କୁଡ଼ିୟମ। ଏନେଇ ବିଜାପୁର ଏସପି କମୋଲୋଚନ କଶ୍ୟପ ସୂଚନା ଦେଇଛନ୍ତି ।

Hot this week

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

Related Articles

Popular Categories