www.samajalive.in
Sunday, December 14, 2025
26.1 C
Bhubaneswar

ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସଦର ମୁକୁମା ସ୍ଥିତ ଗାନ୍ଧୀ ପ୍ରମୋଦ ଉଦ୍ୟାନ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲବାହାଦୁର  ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ସ୍ଵଧାଦେବ ସିଂ ଅତିରିକ୍ତ ଜିଲ୍ଲାପାଳ ଦୁର୍ଗା ମାଧବ ମହାରଣା ଉପ ଜିଲ୍ଲାପାଳ ତରଣିସେନ ନାଏକ ପିଡି ଡିଆରଡିଏ ନବୀନ କୁମାର ପଟେଲ ତହସିଲଦାର ଦେବେନ୍ଦ୍ର ରାଉତ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଅଜୟ ପଟ୍ଟନାୟକ  ଡିପିଓ ବିବେକାନନ୍ଦ ମହାନନ୍ଦ ପ୍ରମୁଖ ଉପସ୍ଥିତ ରହି ଗାନ୍ଧିଜୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories