www.samajalive.in
Friday, December 12, 2025
16.1 C
Bhubaneswar

ମଥାରେ ଓଢଣା ଦେଲେ ଦୂରେଇ ରହିଥାଏ ନକରାତ୍ମକ ଶକ୍ତି

ପୂଜାର୍ଚ୍ଚନା ସମୟରେ ମଥାରେ ଓଢଣା ଦେବା ଦ୍ୱାରା ସକରାତ୍ମକ ଶକ୍ତି ପ୍ରବେଶ କରିବା ସହ ଏକାଗ୍ରତା ବୃଦ୍ଧି ପାଇଥାଏ। ପୂଜା ସଫଳ ହେବା ସହ ଶୁଭ ଫଳ ପ୍ରାପ୍ତି ହୋଇଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି।
ମନ୍ଦିରକୁ ଗଲେ ସେଠାରେ ମଥାରେ ଓଢଣା ଦେଇ ଭଗବାନଙ୍କୁ ପୂଜାର୍ଚ୍ଚନା କଲେ ଆପଣ ପ୍ରଭଙ୍କୁୁ ଭକ୍ତିର ସହ ଆଦର, ସମ୍ମାନ ଦେଉଛନ୍ତି ବୋଲି କୁହାଯାଏ।
ସେହିପରି ପରିବାରର ଗୁରୁଜନଙ୍କ ସମ୍ମୁଖରେ ଓଢଣା ଦେଲେ ତାଙ୍କୁ ସଠିକ ସମ୍ମାନ ଦେଉଛନ୍ତି ବୋଲି ମାନ୍ୟତା ରହିଛି।
ମଥାରେ ଓଢଣା ଦେଲେ ନକରାତ୍ମକ ଶକ୍ତି ଆପଣଙ୍କ ଠାରୁ ଦୂରେଇ ରହିଥାଏ।
ବହୁବାର ଦେଖିବାକୁ ମିଳିଥାଏ ଯେ ଅଧିକାଂଶ ସମୟରେ ନାରୀମାନେ ନିଜର ଶାଢୀ ଅଥବା ଚୁନରୀକୁ ବ୍ୟବହାର କରି ମଥାରେ ଓଢଣା ଦେଇଥାଆନ୍ତି।
ବିଶେଷ କରି ଭଗବାନଙ୍କୁ ପୂଜାର୍ଚ୍ଚନା କରିବା ସମୟରେ ମଥାରେ ଓଢଣୀ ଦେବା ନିତ୍ୟାନ୍ତ ଆବଶ୍ୟକ। ମଥାରେ ଓଢଣୀ ଦେବା ପରମ୍ପରା ବହୁ ପୁରାତନ କାଳରୁ ଚାଲି ଆସୁଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories