www.samajalive.in
Wednesday, December 10, 2025
26.1 C
Bhubaneswar

କରୋନାରେ ଝାଡ଼ଖଣ୍ଡ ସଂଖ୍ୟାଲଘୁ ମନ୍ତ୍ରୀଙ୍କ ମୃତ୍ୟୁ

ରାଞ୍ଚି : ଝାଡଖଣ୍ଡର ସଂଖ୍ୟାଲଘୁ କଲ୍ୟାଣ ମନ୍ତ୍ରୀ ହାଜି ହୁସେନ ଅନସାରୀଙ୍କର ପରଲୋକ ହୋଇଛି। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍)ର ଏହି ନେତା କରୋନା ଭୂତାଣୁ ସଂକ୍ରମିତ ହୋଇ ରାଞ୍ଚିର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ୭୩ବର୍ଷର ଏହି ନେତା ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେପ୍ଟେମ୍ବର ୨୩ରୁ ସେ କରୋନା ସଂକ୍ରମିତ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ତେବେ ଅକ୍ଟୋବର ୨ (ଶୁକ୍ରବାର) ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ଶନିବାର ଅପରାହ୍ଣ ୩ଟା ୫୦ରେ ତାଙ୍କର ପରଲୋକ ହୋଇଛି।

Hot this week

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories