www.samajalive.in
Wednesday, December 10, 2025
26.1 C
Bhubaneswar

କାର୍ ବୋମା ବିସ୍ଫୋରଣରେ ୧୫ ମୃତ

ଜଲାଲାବାଦ : ଆଫଗାନିସ୍ତାନର ପୂର୍ବାଞ୍ଚଳ ନାଙ୍ଗାହାର ପ୍ରଦେଶରେ ଏକ କାର୍‌ବୋମା ବିସ୍ଫୋରଣରେ ୧୫ଜଣଙ୍କର ମୃତ୍ୟୁ ହେବା ସହ ୩୦ଜଣ ଆହତ ହୋଇଛନ୍ତି। ଘାନିଖେଲ ଜିଲାରେ ଥିବା ଏକ ପ୍ରଶାସନିକ କାର୍ଯ୍ୟାଳୟ ନିକଟରେ ଶନିବାର ଏହି ବିସ୍ଫୋରଣ ହୋଇଥିବା ସରକାରୀ ମୁଖପାତ୍ର କହିଛନ୍ତି। ବିସ୍ଫୋରଣ ପାଇଁ କୌଣସି ସଂଗଠନ ନିଜକୁ ଦାୟୀ କରି ନଥିବାବେଳେ ଉଭୟ ତାଲିବାନ ଓ ଇସଲାମିକ ଷ୍ଟେଟ ଏହି ଅଞ୍ଚଳରେ ସକ୍ରିୟ ରହିଛନ୍ତି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories