www.samajalive.in
Wednesday, December 10, 2025
14.1 C
Bhubaneswar

କୋଇଲା ଖଣି ଆବଣ୍ଟନ ମାମଲା: ସ୍ବତନ୍ତ୍ର ଅଦାଲତରେ ଦିଲିପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ୧୯୯୯ରେ ଝାଡ଼ଖଣ୍ଡର ଏକ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ସଂକ୍ରାନ୍ତ ଏକ ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ସ୍ବତନ୍ତ୍ର ଅଦାଲତ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛି ।
ସ୍ୱତନ୍ତ୍ର ଅଦାଲତ ବିଚାରପତି ଭରତ ପରାଶର  ଅଟଳ ବିହାରୀ ବାଜପେୟୀ ସରକାରରେ ତତ୍କାଳୀନ କୋଇଲା ମନ୍ତ୍ରୀ ଶ୍ରୀ ରାୟଙ୍କୁ ଅପରାଧିକ ଷଡ଼ଯନ୍ତ୍ର ଏବଂ ଅନ୍ୟାନ୍ୟ ଅପରାଧରେ ଦୋଷୀ ସାବ୍ୟସ୍ତ କରିଛନ୍ତି।

ଏହା ସହ ଅଦାଲତ ତତ୍କାଳୀନ କୋଇଲା ମନ୍ତ୍ରଣାଳୟର ଦୁଇ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କ ସହ କାଷ୍ଟ୍ରନ ଟେକନୋଲୋଜି ଲିଃ (ସିଟିଏଲ୍), ଏହାର ନିର୍ଦେଶକ ମହେନ୍ଦ୍ରକୁମାର ଅଗ୍ରୱାଲ ଓ କାଷ୍ଟ୍ରନ ମାଇନିଂ ଲିଃକୁ ମଧ୍ୟ ଦୋଷୀ ସାବ୍ୟସ୍ତ କରଛନ୍ତି । ତେବେ ଏହି ମାମଲାର ଦଣ୍ଡବିଧାନ ତାରିଖ ଆସନ୍ତା ଅକ୍ଟୋବର ୧୪ ଧାର୍ଯ୍ୟ ହୋଇଛି ।

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories