www.samajalive.in
Thursday, December 11, 2025
13.1 C
Bhubaneswar

ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୪୦କୁ ବୃଦ୍ଧି ପାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୬ ଜଣଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨ଜଣ ରହିଥିବାବେଳେ ଅନୁଗୁଳ, ବୌଦ୍ଧ, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼ , ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

- Advertisement -

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories