www.samajalive.in
Friday, December 12, 2025
26.1 C
Bhubaneswar

ନାବାଳିକା ଅପହରଣ ଅଭିଯୋଗରେ ଜଣେ ଗିରଫ

ଗଡ଼ମଧୁପୁର  :  କଟକ ଜିଲା ଜେନାପୁର ଥାନା ଅନ୍ତର୍ଗତ ଅଣ୍ଟିଆ ପଂଚାୟତ ବାଉଁଶଅଂଟା ଗ୍ରାମର ମହେନ୍ଦ୍ର ମଳିକ(୨୦) ପି. ରାଘୁନାଥ ମଳିକକୁ ଜେନାପୁର ପୁଲିସ ନାବାଳିକା ଅପହରଣ ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଥିବା ଯଣାଯାଇଛି। ଗତ ତା ୧୯।୯।୨୦ରେ ମହେନ୍ଦ୍ର ପାଖ ଗାଁରୁ ଜନୈକ ନାବାଳିକାକୁ ନେଇ ଫେରାର ହୋଇଯାଇଥିଲା। ଏ ନେଇ ଜେନାପୁର ଥାନାରେ ୩୦୭/୨୦ରେ ଏକ ଅପହରଣ ମାମଲା କରାଯାଇ ଅଭିଯୁକ୍ତକ ଜେନାପୁର ପୁଲିସ ଖୋଜୁଥିଲା। ଆଜି ଏହି ଘଟଣରେ ପୁଲିସ ମହେନ୍ଦ୍ରର ଘରୁ ନାବାଳିକାକୁ ଉଦ୍ଧାର କରିବା ସହିତ ମହେନ୍ଦ୍ରକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନାଧିକାରୀ ଆଶିସ କୁମାର ସାହୁ ସୁଚନା ଦେଇଛନ୍ତି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories