www.samajalive.in
Friday, December 12, 2025
16.1 C
Bhubaneswar

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟ ; ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପିଆନ ଜିଲାର ସୁଗନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି। ଉକ୍ତ ଅଞ୍ଚଳକୁ ସୁରକ୍ଷାକର୍ମୀମାନେ ଘେରି ରହିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ସୁଗନ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ଖବର ପାଇବା ମାତ୍ରେ ସୁରକ୍ଷାକର୍ମୀମାନେ ସେହି ଅଞ୍ଚଳକୁ ଘେରାଉ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀମାନେ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories