www.samajalive.in
Thursday, December 11, 2025
23.1 C
Bhubaneswar

ଏଲ୍‌ପିଜି ଲିକେଜ୍‌ରୁ ନିଆଁ ଲାଗି ବିସ୍ଫୋରଣ ହୋଇଥିଲା : ପେସୋ

ଭୁବନେଶ୍ୱର : ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଏଲ୍‌ପିଜି ଲିକେଜ୍‌ରୁ ନିଆଁ ଲାଗି ହୋଇଥିଲା। ଏନେଇ ପ୍ରାଥମିକ ତଦନ୍ତ ପରେ ପେସୋ( Petroleum And Explosives Safety Organisation)ର ଉପମୁଖ୍ୟ କଣ୍ଟ୍ରୋଲର କହିଛନ୍ତି। ଟାଙ୍କିରେ ଏଲ୍‌ପିଜି ଭର୍ତ୍ତି ବେଳେ ଲିକେଜ୍ ହୋଇଥିଲା। ଲିକେଜ୍ ହେବା ପରେ ନିଆଁ ଲାଗି ଯାଇଥିଲା, ପରେ ବିସ୍ଫୋରଣ ହୋଇଥିଲା ବୋଲି ପେସୋର ଉପମୁଖ୍ୟ କଣ୍ଟ୍ରୋଲର କହିଛନ୍ତି।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories