www.samajalive.in
Wednesday, December 10, 2025
14.1 C
Bhubaneswar

ପୀୟୂଷ ଗୋଏଲଙ୍କୁ ଖାଦ୍ୟ ମନ୍ତ୍ରଣାଳୟର ଅତିିରିକ୍ତ ଦାୟିତ୍ଵ

ନୂଆଦିଲ୍ଲୀ: ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ଵାନଙ୍କ ପରଲୋକ ପ​‌ରେ ତାଙ୍କ ବିଭାଗ ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ଦାୟିତ୍ତବ ଅନ୍ୟତମ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ପ୍ରଦାନ କରାଯାଇଛି । ପୀୟୂଷ ଏବେ ରେଳ ମନ୍ତ୍ରଣାଳୟ ସହିତ ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟର କ୍ୟାବିନେଟ୍ ମନ୍ତ୍ରୀ ରହିଛନ୍ତି ।

ରାମବିଳାସ ପାଶ୍ଵାନ ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଦିଲ୍ଲୀର ଏକ ଡ଼ାକ୍ତରଖାନାରେ ଭର୍ତି ହୋଇଥିଲେ । ତାଙ୍କର ହୃଦ ଅପରେସନ କରାଯାଇଥିଲା ଏବଂ ଆଉ ଏକ ଅପରେସନ ହେବାକୁ ବାକି ରହିଥିଲା । ମାତ୍ର ଗତକାଲି ସନ୍ଧ୍ୟାରେ ତାଙ୍କର ପରଲୋକ ଘଟିଥିଲା । ତାଙ୍କ ପରଲୋକ ପରେ ଜାତୀୟ ପତାକା ଅର୍ଦ୍ଧନମିତ କରାଯାଇଥିଲା ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories