www.samajalive.in
Tuesday, December 9, 2025
19.1 C
Bhubaneswar

ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ସିଲ୍

ଭୁବନେଶ୍ବର : ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳକୁ ସିଲ କରାଯାଇଛି। ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଥିବା ଜଣାପଡିଛି। ସାଂସଦ ଅପରାଜିତା ଷଡଙ୍ଗୀ କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ କରି ଜନ୍ମଦିନ ପାଳନ କରିବା ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି।

ଉଲ୍ଲେଖ ଯୋଗ୍ୟ, କିଛି ଦିନ ପୂର୍ବେ ସାଂସଦ ଅପରାଜିତା ଷଡଙ୍ଗୀ ନିଜ କାର୍ଯ୍ୟାଳୟରେ ଜନ୍ମଦିନ ପାଳନ କରିଥିଲେ।ଜନ୍ମଦିନ ପାଳନର ଭିଡିଓ ଭାଇରାଲ୍ ହୋଇଥିଲା। ଏଥିରେ ସେ କୋଭିଡ୍ ନିୟମ ଉଲଂଘନ କରିଥିବା ଦେଖିବାକୁ ମିଳିଥିଲା। ଯାହାକୁ ବିରୋଧ କରି ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଥିଲା।

Hot this week

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

Related Articles

Popular Categories