www.samajalive.in
Monday, December 8, 2025
24.1 C
Bhubaneswar

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ୨୪ ଘଣ୍ଟାରେ ୭୪ ହଜାର ୩୮୩ ନୂଆ ଆକ୍ରାନ୍ତ; ୯୧୮ ଜଣ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪ ହଜାର ୩୮୩  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଲକ୍ଷ ପାର କରି ୭୦ଲକ୍ଷ ୫୩ହଜାର ୮୦୬ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୯୧୮ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮ହଜାର ୩୩୪କୁ ବୃଦ୍ଧି ପାଇଛି। ଦେଶରେ ଏବେ ୮ ଲକ୍ଷ ୬୭ ହଜାର ୪୯୬ ଜଣ ସକ୍ରିୟ ରୋଗୀ ଥିବାବେଳେ ୬୦ ଲକ୍ଷ ୭୭ହଜାର ୯୭୬ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories