www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ମୃତ

ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୨୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନା ଅନୁଯାୟୀ, ଆଜି କରୋନାରେ ୧୬ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୬ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୩ ଜଣ ରହିଛନ୍ତି। ବାଲୋଶ୍ବର ଜିଲାରୁ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଗଜପତି, ପୁରୀ, କଳାହାଣ୍ଡି, କୋରାପୁଟ ଓ କେନ୍ଦ୍ରାପଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories