www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ୨ହଜାର ୫୪୬ ନୂଆ କରୋନା ପଜିଟିଭ ଚିହ୍ନଟ ; ଖୋର୍ଦ୍ଧାରୁ ୪୧୦

ଭୁବନେଶ୍ୱର : ରାଜ୍ୟରେ କିଛି ସପ୍ତାହ ପୂର୍ବେ ନିୟମିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ପାର ହେଉଥିବା ବେଳେ କିଛି ଦିନ ହେବ ଏଥିରେ ହାସ୍ର ପାଉଥିବା ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ୩୦ ଜିଲାରୁ ୨ହଜାର ୫୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ହଜାର ୫୦୪ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୦୪୨ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି। ୨,୨୪,୨୭୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୬,୮୯୧ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୧୦ ଓ କଟକରୁ ୧୩୪। ଅନୁଗୁଳରୁ ୨୦୮, ବାଲେଶ୍ୱର ୧୦୩, ବରଗଡ଼ ୯୨, ଭଦ୍ରକ ୩୪, ବଲାଙ୍ଗୀର ୮୫, ବୌଦ୍ଧ ୩୭, ଦେଓଗଡ଼ ୧୪, ଢେଙ୍କାନାଳ ୨୫, ଗଜପତି ୧୦, ଗଞ୍ଜାମ ୩୪, ଜଗତସିଂହପୁର ୮୬, ଯାଜପୁର ୯୦, ଝାରସୁଗୁଡ଼ା ୫୭, କଳାହାଣ୍ଡି ୭୫, କନ୍ଧମାଳ ୪୯, କେନ୍ଦ୍ରାପଡ଼ା ୭୫, କେନ୍ଦୁଝର ୪୩, କୋରାପୁଟ ୭୨, ମାଲକାନଗିରି ୨୭, ମୟୁରଭଞ୍ଜ ୧୨୦, ନବରଙ୍ଗପୁର ୬୦, ନୟାଗଡ଼ ୪୮, ନୂଆପଡ଼ା ୮୮, ପୁରୀ ୭୦, ରାୟଗଡ଼ା ୨୧, ସମ୍ବଲପୁର ୮୪, ସୋନପୁର ୪୮, ସୁନ୍ଦରଗଡ଼ ୧୬୧, ଷ୍ଟେଟ ପୁଲ ୮୬ ଚିହ୍ନଟ ହୋଇଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories