www.samajalive.in
Sunday, December 7, 2025
14.1 C
Bhubaneswar

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ; ଗଜପତିର ୫୦୦ ଲୋକଙ୍କୁ ସ୍ଥାନାନ୍ତର

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇସାରିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇସାରିଛି। ନବରଙ୍ଗପୁର ଓ ଗଜପତି ଜିଲାରେ ପ୍ରବଳ ବର୍ଷା କାରଣରୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଗଜପତିର ୪ଟି ବ୍ଲକରୁ ପ୍ରାୟ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ପାହାଡ଼ ଉପରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବ୍ଲକ ପ୍ରଶାସନ ତ୍ୱରିତ ପଦକ୍ଷେପ ନେଇଛି।

 

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories