www.samajalive.in
Monday, December 15, 2025
27.1 C
Bhubaneswar

ବନ ବିଭାଗ ହେପାଜତରେ ମୃତ୍ୟୁ ଅଭିଯୋଗ

ବାଲୁଗାଁ: କାଠଚୋର ସନ୍ଦେହରେ ଅଟକ ବ୍ୟଙ୍କିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା। ବାଣପୁର ମେଡ଼ିକାଲ୍‌ରେ ମୃତକଙ୍କ ପରିବାର ଲୋକଙ୍କ ପାଟିତୁଣ୍ଡ। ବନ ବିଭାଗ କର୍ମଚାରୀ ପିଟିପିଟି ମାରି ଦେଇଥିବା ଅଭିଯୋଗ। ମୃତକ ନୟାଗଡ଼ ଜିଲା ଶରଣକୂଳ ନିକଟ ଗୋଲ୍‌ଗାଁର ବଳଭଦ୍ର ବେହେରା। ଗତକାଲି ପାଟ୍ରୋଲିଂବେଳେ ଧରାପଡ଼ିଥିଲେ ବଳଭଦ୍ର ବେହେରା। ଟାମଣା ପାହାଡ଼ରୁ ଧରି ବନ ବିଭାଗ କର୍ମଚାରୀ ବିଟ୍‌ ହାଉସ୍‌ ନେଇଥିଲେ। କୌଣସି କାରଣୁ ବଳଭଦ୍ର ଅସୁସ୍ଥ ହେବା ପରେ ତାଙ୍କୁ ହସ୍‌ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories