www.samajalive.in
Monday, December 8, 2025
27.1 C
Bhubaneswar

ଆଇଏଲ୍‌ଏସ୍‌ରେ ଏକ ଲକ୍ଷ ଟପିଲା କୋଭିଡ୍‌ ନମୁନା ପରୀକ୍ଷଣ

ଭୁବନେଶ୍ବର: ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌)ରେ କୋଭିଡ୍‌ ନମୁନା ପରୀକ୍ଷଣ ଏକ ଲକ୍ଷ ଅତିକ୍ରମ କରିଛି। ଏକ ଲକ୍ଷ କୋଭିଡ୍‌ ନମୁନା ପରୀକ୍ଷଣ ମାଇଲ୍‌ଖୁଣ୍ଟ ଅତିକ୍ରମ କରି ମହାମାରୀ ବିରୋଧରେ ଓଡ଼ିଶାର ସଂଗ୍ରାମକୁ ସଶକ୍ତ କରିଥିବାରୁ ଭୁବନେଶ୍ୱରସ୍ଥିତ ଜୀବବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌)କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ମହାମାରୀ ସଂକ୍ରମଣ ରୋକିବା ଦିଗରେ ଓଡ଼ିଶାର ପରୀକ୍ଷଣ ବୃଦ୍ଧି ଉଦ୍ୟମରେ ଜୀବବିଜ୍ଞାନ ପ୍ରତିଷ୍ଠାନ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅନୁଷ୍ଠାନକୁ ପ୍ରଶଂସା କରିଛନ୍ତି।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories