www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ, କଟକରୁ ସର୍ବାଧିକ ୩ ମୃତ

ଭୁବନେଶ୍ବର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

- Advertisement -

ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ କଟର ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ବରରୁ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବୌଦ୍ଧ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ମୟୁରଭଞ୍ଜ, ପୁରୀ, ସୁନ୍ଦରଗଡ଼, ଯାଜପୁର ଓ ବାଲେଶ୍ବର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories