www.samajalive.in
Monday, December 15, 2025
26.1 C
Bhubaneswar

ରାଜ୍ୟରେ ନୂଆ କରୋନା ଆକ୍ରାନ୍ତ ୨୬୦୪; ମୋଟ ଆକ୍ରାନ୍ତ ୨,୫୯,୫୪୧

ଭୁବନେଶ୍ୱର : ରାଜ୍ୟରେ କିଛି ସପ୍ତାହ ପୂର୍ବରୁ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ପାର ହେଉଥିବା ବେଳେ କିଛି ଦିନ ହେବ ଏଥିରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୬୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୧ ହଜାର ୫୧୧ ଓ ସ୍ଥାନୀୟ ୧ ହଜାର ୦୯୩ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୯,୫୪୧ରେ ପହଞ୍ଚିଛି। ୨,୩୨,୯୮୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୫,୪୨୮ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


୩୦ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩୮୫ ଓ କଟକରୁ ୨୦୯। ଅନୁଗୁଳରୁ ୨୧୬, ବାଲେଶ୍ୱର ୧୬୪, ବରଗଡ଼ ୯୦, ଭଦ୍ରକ ୫୦, ବଲାଙ୍ଗୀର ୬୪, ବୌଦ୍ଧ ୩୧, ଦେଓଗଡ ୧୩, ଢେଙ୍କାନାଳ ୩୩, ଗଜପତି ୮, ଗଞ୍ଜାମ ୨୯, ଜଗତସିଂହପୁର ୮୪, ଯାଜପୁର ୧୧୩, ଝାରସୁଗୁଡ଼ା ୫୭, କଳାହାଣ୍ଡି ୭୬, କନ୍ଧମାଳ ୩୮, କେନ୍ଦ୍ରାପଡ଼ା ୭୦, କେନ୍ଦୁଝର ୫୧, କୋରାପୁଟ ୩୧, ମାଲକାନଗିରି ୫୭, ମୟୁରଭଞ୍ଜ ୧୨୨, ନବରଙ୍ଗପୁର ୬୦, ନୟାଗଡ଼ ୩୫, ନୂଆପଡ଼ା ୯୫, ପୁରୀ ୪୯, ରାୟଗଡା ୨୧, ସମ୍ବଲପୁର ୪୯, ସୋନପୁର ୪୪, ସୁନ୍ଦରଗଡ଼ ୧୮୬, ଷ୍ଟେଟ ପୁଲ ୭୪ ଚିହ୍ନଟ ହୋଇଛନ୍ତି।

 

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories