www.samajalive.in
Tuesday, December 9, 2025
16.1 C
Bhubaneswar

ବଜ୍ରାଘାତରେ ୨ ମୃତ

ନୟାଗଡ : ରାଜ୍ୟରେ କେତେକ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅନେକ ସ୍ଥାନରେ ବଜ୍ରପାତ ଫଳରେ ପ୍ରାଣହାନୀ ହେଉଥିବା ଜଣାପଡ଼ିଛି। ଏଭଳି ଏକ ଦୁଃଖଦ ଘଟଣା ନୟାଗଡ଼ ଜିଲା ଦଶପଲ୍ଲା ଡିହଗାଁରେ ଘଟିଥିବା ମଙ୍ଗଳବାର ଜଣାପଡିଛି। ବଜ୍ରପାତରେ ଜଣେ ମହିଳାଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ହୋଇଛି। ସକାଳେ ଘରେ ଥିବା ବେଳେ ଉକ୍ତ ମହିଳା ଓ ଅନ୍ୟ ଜଣଙ୍କ ଉପରେ ବଜ୍ରାଘାତ ହେବା ପରେ ସେମାନଙ୍କୁ ମେଡ଼ିକାଲ ନିଆଯାଇଥିଲା। ମେଡିକାଲରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories