www.samajalive.in
Sunday, December 14, 2025
15.1 C
Bhubaneswar

ଚାଉଳିଆଗଞ୍ଜ ନାବାଳିକା ଗଣଦୁଷ୍କର୍ମ ଘଟଣା : ଡିସିପିଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ

ଭୁବନେଶ୍ବର : କଟକ ଚାଉଳିଆଗଞ୍ଜରେ ଲଗାତାର ୨୨ ଦିନ ଧରି ନାବାଳିକାକୁ ଗଣଦୁଷ୍କର୍ମ ଘଟଣାକୁ ବିଜେପି ପକ୍ଷରୁ ନିନ୍ଦା କରାଯାଇଛି। ବୁଧବାର  ବିଜେପିର ଏକ ପ୍ରତିନିଧି ଦଳ ଡିସିପିଙ୍କୁ ଭେଟି ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ବୋଲି ଦଳର ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତ ସିଂହାର କହିଛନ୍ତି। ତିର୍ତ୍ତୋଲର ଏହି ୧୫ ବର୍ଷର ନବମ ଶ୍ରେଣୀ ନାବାଳିକା ଝିଅ କଟକର ଚାଉଳିଆଗଞ୍ଜଠାରେ ୨୨ ଦିନ ଧରି ଗଣ ଦୁଷ୍କର୍ମର ଶିକାର ହେଉଛି କିନ୍ତୁ ଅପରାଧ ବିଷୟରେ ପୁଲିସ ଓ ପ୍ରଶାସନ ପାଖରେ ଖବର ନ ଥିବା ଅତି ଦୁଃଖ ଓ ପରିତାପର ବିଷୟ ବୋଲି ସେ କହିଛନ୍ତି। ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଚୁପ କାହିଁକି ବୋଲି ସେ ପ୍ରଶ୍ନ କରିଛନ୍ତି ?

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories