www.samajalive.in
Saturday, December 13, 2025
23.1 C
Bhubaneswar

ପାକିସ୍ତାନ କ୍ରିକେଟ୍‌ ଦଳର ମୁଖ୍ୟ ମନୋନୟନକାରୀ ପଦ ଛାଡ଼ିବେ ମିସ୍‌ବା

ଲାହୋର : ପାକିସ୍ତାନ କ୍ରିକେଟ୍‌ ଦଳର ମୁଖ୍ୟ ମନୋନୟନକାରୀ ଭାବେ ଦାୟିତ୍ବ ନିର୍ବାହ କରୁଥିବା ମିସ୍‌ବା ଉଲ୍‌ ହକ୍‌ ଆସନ୍ତା ନଭେମ୍ବର ୩୦ରେ ନିଜ ପଦ ଛାଡ଼ିବେ ବୋଲି ଜଣାପଡ଼ିଛି। ବୁଧବାର ସାମ୍ବାଦିକଙ୍କ ସହ ଆଲୋଚନା କାଳରେ ମିସ୍‌ବା କହିଥିଲେ ଗତବର୍ଷ ସେପ୍ଟମ୍ବରରେ ସେ ପାକିସ୍ତାନ କ୍ରିକେଟ୍‌ ଦଳର ମୁଖ୍ୟ ମନୋନୟନକାରୀ ଓ ମୁଖ୍ୟ ପ୍ରଶିକ୍ଷକ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ତେବେ ମୁଖ୍ୟ ପ୍ରଶିକ୍ଷକ ପଦ ଉପରେ ଅଧିକ ଧ୍ୟାନକେନ୍ଦ୍ରିତ କରିବା ଉଦ୍ଦେଶ୍ୟରେ ମୁଖ୍ୟ ମନୋନୟନକାରୀ ପଦ ଛାଡ଼ିବେ। ଏହି ନିଷ୍ପତ୍ତି ସଂପର୍କରେ ସେ ପାକିସ୍ତାନ କ୍ରିକେଟ୍‌ ବୋର୍ଡ (ପିସିବି)କୁ ଜଣାଇ ଦେଇଛନ୍ତି।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories