www.samajalive.in
Tuesday, December 9, 2025
26.1 C
Bhubaneswar

ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଅକ୍ଟୋବର ୧୬ ଶୁକ୍ରବାର ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ। ସେ ଆସନ୍ତାକାଲି ଅର୍ଥାତ ଶୁକ୍ରବାର ୭୫ବର୍ଷ ବୟସରେ ପଦାର୍ପଣ କରିବେ । ମାତ୍ର କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ବର୍ଷ ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ । ଗତ ଆଠ ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତ ଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣକୁ ନିବେଦନ କରିଛନ୍ତି। 

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories